Psalms 63:5 — Compare Translations
5 translations compared side by side
Odia - 1840
"ୟମେନ୍ତ ମଦେ ଓ ମଜ୍ଜା, ସହେିପରି ମାରେ ପ୍ରାଣ ପରିତୃପ୍ତ ହବେ। ମାେ ଆନନ୍ଦିତ ଓଷ୍ଠାଧାରରେ ତୁମ୍ଭର ପ୍ରଶଂସା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେମନ୍ତ ମେଦ ଓ ମଜ୍ଜା, ସେହିପରି ମୋର ପ୍ରାଣ ପରିତୃପ୍ତ ହେବ। ମୋ’ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।
Odia IRV 2017 (ଓଡିଆ ବାଇବେଲ)
ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।