Psalms 63:6 — Compare Translations
5 translations compared side by side
Odia - 1840
"ମୁଁ ଶୟ୍ଯା ଉପରେ ଗଡ଼ୁଥିବା ସମଯରେ ତୁମ୍ଭକୁ ମନେ କରିବି। ରାତି ସମଯରେ ମଧ୍ଯ ମୁଁ ତୁମ୍ଭ ବିଷଯରେ ଭାବିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶଯ୍ୟା ଉପରେ ଗଡ଼ୁଥିବା ସମୟରେ ତୁମ୍ଭକୁ ମନେ କରିବି। ରାତି ସମୟରେ ମଧ୍ୟ ମୁଁ ତୁମ୍ଭ ବିଷୟରେ ଭାବିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।