Psalms 63:7 — Compare Translations

5 translations compared side by side

Odia - 1840
"ପ୍ରକୃତରେ ତୁମ୍ଭେ ମାେତେ ସାହାୟ୍ଯ କଲ। ମୁଁ ତୁମ୍ଭର ପକ୍ଷ ତଳେ ଆଶ୍ରଯ ନଇେ ଆନନ୍ଦରେ ଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତରେ ତୁମ୍ଭେ ମୋତେ ସାହାଯ୍ୟ କଲ। ମୁଁ ତୁମ୍ଭର ପକ୍ଷ ତଳେ ଆଶ୍ରୟ ନେଇ ଆନନ୍ଦରେ ଗାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।