Psalms 63:9 — Compare Translations
5 translations compared side by side
Odia - 1840
"କେତକୋଳ ମାରେ ପ୍ରାଣ ନବୋ ପାଇଁ ଚେଷ୍ଟା କରୁଛନ୍ତି। କିନ୍ତୁ ସମାନଙ୍କେୁ ଧ୍ବଂସ କରାୟିବ। ସମାନେେ ନିଜ କବରରେ ମିଶି ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
କେତେଲୋକ ମୋର ପ୍ରାଣ ନେବା ପାଇଁ ଚେଷ୍ଟା କରୁଛନ୍ତି। କିନ୍ତୁ ସେମାନଙ୍କୁ ଧ୍ୱଂସ କରାଯିବ। ସେମାନେ ନିଜ କବରରେ ମିଶି ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁମାନେ ମୋ’ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ।