Psalms 64:1 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମାହେର ଅଭିଯୋଗ ଶୁଣ। ମାେ ଶତ୍ରୁମାନେ ମାେତେ ଭୟଭୀତ କରିଛନ୍ତି। ସମାନଙ୍କେଠାରୁ ମାରେ ଜୀବନ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋହର ଅଭିଯୋଗ ଶୁଣ। ମୋ’ ଶତ୍ରୁମାନେ ମୋତେ ଭୟଭୀତ କରିଛନ୍ତି। ସେମାନଙ୍କଠାରୁ ମୋର ଜୀବନ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋ’ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋ’ ଜୀବନ ରକ୍ଷା କର।