Psalms 64:10 — Compare Translations
5 translations compared side by side
Odia - 1840
"ଧାର୍ମିକ ଲୋକମାନେ ସଦାପ୍ରଭୁଙ୍କ ସବୋରେ ଆନନ୍ଦ କରିବେ। ସମାନେେ ତାହାଙ୍କର ଶରଣାଗତ ହବେେ। ପୁଣି ସମସ୍ତ ସଜ୍ଜନମାନେ, ସଦାପ୍ରଭୁଙ୍କର ପାଳନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ । ପୁଣି, ସରଳାନ୍ତଃକରଣ ସମସ୍ତେ ଦର୍ପ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକମାନେ ସଦାପ୍ରଭୁଙ୍କ ସେବାରେ ଆନନ୍ଦ କରିବେ। ସେମାନେ ତାହାଙ୍କର ଶରଣାଗତ ହେବେ। ପୁଣି ସମସ୍ତ ସଜ୍ଜନମାନେ, ସଦାପ୍ରଭୁଙ୍କର ପ୍ରଶଂସା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।