Psalms 64:2 — Compare Translations

5 translations compared side by side

Odia - 1840
"ମାେ ଶତ୍ରୁମାନଙ୍କର ଗୁପ୍ତମନ୍ତ୍ରଣାରୁ, ମାେତେ ରକ୍ଷା କର। ଦୁଷ୍ଟ ଲୋକମାନଙ୍କ ଦଳଠାରୁ ତୁମ୍ଭେ ମାେତେ ଲୁଚାଇ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀ-ମାନଙ୍କ କଳହରୁ ମୋତେ ଲୁଚାଇ ରଖ;
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଶତ୍ରୁମାନଙ୍କର ଗୁପ୍ତମନ୍ତ୍ରଣାରୁ ମୋତେ ରକ୍ଷା କର। ଦୁଷ୍ଟ ଲୋକମାନଙ୍କ ଦଳଠାରୁ ତୁମ୍ଭେ ମୋତେ ଲୁଗ୍ଭଇ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;
Odia IRV 2017 (ଓଡିଆ ବାଇବେଲ)
କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;