Psalms 64:3 — Compare Translations
5 translations compared side by side
Odia - 1840
"ସମାନେେ ସମାନଙ୍କେର ଜିହ୍ବାକୁ କ୍ଷୁରପରି ଶାଣିତ କରନ୍ତି, ସମାନେେ ସମାନଙ୍କେର ବିଷାକ୍ତ ଶବ୍ଦଗୁଡ଼ିକ ତୀର ତୁଲ୍ଯ ନିକ୍ଷପେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଖଡ଼୍ଗ ପରି ଆପଣା ଜିହ୍ଵା ଶାଣିତ କରିଅଛନ୍ତି
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେମାନଙ୍କର ଜିହ୍ୱାକୁ କ୍ଷୁରପରି ଶାଣିତ କରନ୍ତି, ସେମାନେ ସେମାନଙ୍କର ବିଷାକ୍ତ ଶବ୍ଦଗୁଡ଼ିକ ତୀର ତୁଲ୍ୟ ନିକ୍ଷେପ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି
Odia IRV 2017 (ଓଡିଆ ବାଇବେଲ)
ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି