Psalms 64:4 — Compare Translations

5 translations compared side by side

Odia - 1840
"ହଠାତ୍ ଭାବରେ ସମାନଙ୍କେର ଲୁଚିବା ସ୍ଥାନରୁ ସମାନେେ ସମାନଙ୍କେର ତୀରଗୁଡ଼ିକ ଉତ୍ତମ ନିଷ୍ଠାପର ଲୋକମାନଙ୍କ ଉପରକୁ ବିନା ଭୟରେ ନିକ୍ଷପେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହଠାତ୍ ସେମାନଙ୍କର ଲୁଚିବା ସ୍ଥାନରୁ ସେମାନେ ସେମାନଙ୍କର ତୀରଗୁଡ଼ିକ ଉତ୍ତମ ନିଷ୍ଠାପର ଲୋକମାନଙ୍କ ଉପରକୁ ବିନା ଭୟରେ ନିକ୍ଷେପ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍‍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍‍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ।