Psalms 64:5 — Compare Translations
5 translations compared side by side
Odia - 1840
"ସମାନେେ ଭୁଲ୍ କରିବା ପାଇଁ ପରସ୍ପରକୁ ଉତ୍ସାହିତ କରନ୍ତି। ସମାନେେ ଏହା କହି ଫାନ୍ଦ ବସାଇବା ବିଷଯରେ କଥାବାର୍ତ୍ତା ହୁଅନ୍ତି, କହେି ଏଠାରେ ସଗେୁଡ଼ିକୁ ଦେଖି ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, ଆମ୍ଭମାନଙ୍କୁ କିଏ ଦେଖିବ?
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଭୁଲ୍ କରିବା ପାଇଁ ପରସ୍ପରକୁ ଉତ୍ସାହିତ କରନ୍ତି। ସେମାନେ ଏହା କହି ଫାନ୍ଦ ବସାଇବା ବିଷୟରେ କଥାବାର୍ତ୍ତା ହୁଅନ୍ତି, “କେହି ଏଠାରେ ସେମାନଙ୍କୁ ଦେଖି ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ?”
Odia IRV 2017 (ଓଡିଆ ବାଇବେଲ)
ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ?”