Psalms 64:6 — Compare Translations

5 translations compared side by side

Odia - 1840
"କହେି ଆମ୍ଭର ଦୋଷକୁ ଆବିଷ୍କାର କରିବେ ନାହିଁ। କିଏ ଦୋଷକୁ ଅନୁସନ୍ଧାନ କରିବ? ଆମ୍ଭମାନଙ୍କର ସଂପୂର୍ଣ୍ଣ ଯୋଜନା ଅଛି। ଲୋକମାନେ ବହୁତ କୁଟିଳ ଏବଂ ବୁଝିବା ବହୁତ କଷ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅଧର୍ମ କଳ୍ପନା କରନ୍ତି; ଆମ୍ଭେମାନେ ଯନିପୂର୍ବକ କଳ୍ପନା ସିଦ୍ଧ କରିଅଛୁ ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର ।
Odia Bible ERV 2004 (ପବିତ୍ର ବାଇବଲ)
କେହି ଆମ୍ଭର ଦୋଷକୁ ଆବିଷ୍କାର କରିବେ ନାହିଁ। ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଯୋଜନା ଅଛି।” ଲୋକମାନେ ବହୁତ କୁଟିଳ ଏବଂ ବୁଝିବା ବହୁତ କଷ୍ଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।