Psalms 64:7 — Compare Translations

5 translations compared side by side

Odia - 1840
"କିନ୍ତୁ ହଠାତ୍ ଭାବରେ ପରମେଶ୍ବର ତାଙ୍କର ତୀର ନିକ୍ଷପେ କରିବେ ଏବଂ ଦୁଷ୍ଟମାନେ ଆଘାତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପରମେଶ୍ଵର ସେମାନଙ୍କ ପ୍ରତି ନିକ୍ଷେପ କରିବେ; ସେମାନେ ତୀରରେ ହଠାତ୍ ଆହତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହଠାତ୍ ପରମେଶ୍ୱର ତାଙ୍କର ‘ତୀର’ ନିକ୍ଷେପ କରିବେ ଏବଂ ଦୁଷ୍ଟମାନେ ଆଘାତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍‍ ଆହତ ହେବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍‍ ଆହତ ହେବେ।