Psalms 64:8 — Compare Translations

5 translations compared side by side

Odia - 1840
"ସମାନଙ୍କେ ନିଜ ଜିହ୍ବା ସମାନଙ୍କେୁ ଧ୍ବଂସର ବିଷଯ ଆଣିବ। ସମାନଙ୍କେୁ ୟିଏ ଦେଖିବେ ସମାନେେ ଦୁଃଖରେ ମୁଣ୍ଡ ହଲାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ଵା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ତ ହଲାଇବେ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ନିଜ ଜିହ୍ୱା ସେମାନଙ୍କୁ ଧ୍ୱଂସର ବିଷୟ ଆଣିବ। ସେମାନଙ୍କୁ ଯିଏ ଦେଖିବେ ସେମାନେ ଦୁଃଖରେ ମୁଣ୍ଡ ହଲାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;