Psalms 64:9 — Compare Translations

5 translations compared side by side

Odia - 1840
"ତା' ହେଲେ ପ୍ରେତ୍ୟକକ ବ୍ଯକ୍ତି ଭୟଭୀତ ହବେେ। ସମାନେେ ପରମେଶ୍ବରଙ୍କର କାର୍ୟ୍ଯ ବିଷଯରେ କହିବେ ଏବଂ ସେ ୟାହା କରିଛନ୍ତି ସମାନେେ ତାହା ଶିକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସକଳ ମନୁଷ୍ୟ ଭୟ କରିବେ ଓ ସେମାନେ ପରମେଶ୍ଵରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ହେଲେ ପ୍ରତ୍ୟେକ ବ୍ୟକ୍ତି ଭୟଭୀତ ହେବେ। ସେମାନେ ପରମେଶ୍ୱରଙ୍କର କାର୍ଯ୍ୟ ବିଷୟରେ କହିବେ ଏବଂ ସେ ଯାହା କରିଛନ୍ତି ସେମାନେ ତାହା ଶିକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।