Psalms 65:1 — Compare Translations
5 translations compared side by side
Odia - 1840
"ହେ ସିୟୋନର ପରମେଶ୍ବର, ତୁମ୍ଭେ ପ୍ରଶଂସିତ ହବୋର ହକ୍ଦାର। ଆମ୍ଭମାନେେ ତୁମ୍ଭଠାରେ କରିଥିବା ପ୍ରତିଜ୍ଞା ପୂରଣ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ । ହେ ପରମେଶ୍ଵର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ, ଦାଉଦଙ୍କର ଏକ ପ୍ରଶଂସାର ଗୀତ। ହେ ସିୟୋନର ପରମେଶ୍ୱର, ତୁମ୍ଭେ ପ୍ରଶଂସିତ ହେବାର ହକ୍ଦାର। ଆମ୍ଭେମାନେ ତୁମ୍ଭଠାରେ କରିଥିବା ପ୍ରତିଜ୍ଞା ପୂରଣ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ।