Psalms 65:10 — Compare Translations
5 translations compared side by side
Odia - 1840
"ତୁମ୍ଭେ କୃଷିକ୍ଷେତ୍ରକୁ ୟଥେଷ୍ଟ ପରିମାଣରେ ବୃଷ୍ଟି ପଠାଅ। ତୁମ୍ଭେ ଲଙ୍ଗଳ ଗାରକୁ ଶୋଷିଲ। ତୁମ୍ଭେ ପୃଥିବୀର ମାଟିକୁ ନରମ କର। ତୁମ୍ଭେ ପୃଥିବୀରେ ଶସ୍ଯ କ୍ଷେତ୍ରକୁ ବୃଦ୍ଧି କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କୃଷିକ୍ଷେତ୍ରକୁ ଯଥେଷ୍ଟ ପରିମାଣରେ ବୃଷ୍ଟି ପଠାଅ। ତୁମ୍ଭେ ଲଙ୍ଗଳ ଗାରକୁ ଶୋଷିଲ। ତୁମ୍ଭେ ପୃଥିବୀର ମାଟିକୁ ନରମ କର। ତୁମ୍ଭେ ପୃଥିବୀରେ ଶସ୍ୟକ୍ଷେତ୍ରକୁ ବୃଦ୍ଧି କରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;
Odia IRV 2017 (ଓଡିଆ ବାଇବେଲ)