Psalms 65:11 — Compare Translations
5 translations compared side by side
Odia - 1840
"ତୁମ୍ଭେ ପ୍ରେତ୍ୟକକ ନୂତନ ବର୍ଷରେ ଉତ୍ତମ ଶସ୍ଯ ଅମଳ କରାଅ। ଉତ୍ତମ ଶସ୍ଯରେ ଶଗଡ଼ ଭରିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପ୍ରତ୍ୟେକ ନୂତନ ବର୍ଷରେ ଉତ୍ତମ ଶସ୍ୟଅମଳ କରାଅ। ଉତ୍ତମ ଶସ୍ୟରେ ଶଗଡ଼ ଭରିଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ।