Psalms 65:12 — Compare Translations
5 translations compared side by side
Odia - 1840
"ମରୁଭୂମି ଓ ପର୍ବତଗୁଡ଼ିକୁ ତୁମ୍ଭେ ସବୁଜ ଘାସରେ ଆଚ୍ଛାଦିତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମରୁଭୂମି ଓ ପର୍ବତଗୁଡ଼ିକୁ ତୁମ୍ଭେ ସବୁଜ ଘାସରେ ଆଚ୍ଛାଦିତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି।