Psalms 65:13 — Compare Translations

5 translations compared side by side

Odia - 1840
"ଚାରଣଭୂମି ସବୁ ମଷେପଲରେ ପୁରି ଉଠନ୍ତି। ଉପତ୍ୟକା ସକଳ ଶସ୍ଯରେ ଆଚ୍ଛନ୍ନ ହୁଅନ୍ତି। ପ୍ରେତ୍ୟକକେ ଆନନ୍ଦରେ ଗୀତ ଗାଆନ୍ତି ଓ ଜଯଧ୍ବନି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ଵନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭରଣଭୂମି ସବୁ ମେଷପଲରେ ପୁରି ଉଠନ୍ତି। ଉପତ୍ୟକା ସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି। ପ୍ରତ୍ୟେକେ ଆନନ୍ଦରେ ଗୀତ ଗାଆନ୍ତି ଓ ଜୟଧ୍ୱନି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି।