Psalms 65:3 — Compare Translations
5 translations compared side by side
Odia - 1840
"ଯେତବେେଳେ ଆମ୍ଭର ପାପ ଆମ୍ଭ ଉପରେ ଅତ୍ଯଧିକ ହୁଏ ଓ ସହି ହୁଏ ନାହିଁ ସେତବେେଳେ ତୁମ୍ଭେ ହିଁ ଏକ ୟିଏ ଆମ୍ଭର ପାପକୁ କ୍ଷମା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଆମ୍ଭର ପାପ ଆମ୍ଭ ଉପରେ ଅତ୍ୟଧିକ ହୁଏ ଓ ସହି ହୁଏ ନାହିଁ, ସେତେବେଳେ ତୁମ୍ଭେ ହିଁ ଏକ ଯିଏ ଆମ୍ଭର ପାପକୁ କ୍ଷମା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।
Odia IRV 2017 (ଓଡିଆ ବାଇବେଲ)
ଅପରାଧ ମୋ’ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।