Psalms 65:4 — Compare Translations
5 translations compared side by side
Odia - 1840
"କେତେ ଭାଗ୍ଯବାନ୍ ସମାନେେ, ଯେଉଁମାନଙ୍କୁ ତୁମ୍ଭେ ତୁମ୍ଭ ମନ୍ଦିରର ଅଗଣାରେ ରଖିବା ପାଇଁ ମନୋନୀତ କର। ତୁମ୍ଭ ପବିତ୍ର ମନ୍ଦିରରେ ଆମ୍ଭେ ଆଶୀର୍ବାଦର ଗୃହସହ ପରିପୂର୍ଣ୍ଣ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
କେତେ ଭାଗ୍ୟବାନ୍ ସେମାନେ, ଯେଉଁମାନଙ୍କୁ ତୁମ୍ଭେ ତୁମ୍ଭ ମନ୍ଦିରର ଅଗଣାରେ ରଖିବା ପାଇଁ ମନୋନୀତ କର। ତୁମ୍ଭ ପବିତ୍ର ମନ୍ଦିରରେ ଆମ୍ଭେ ଆଶୀର୍ବାଦର ଗୃହସହ ପରିପୂର୍ଣ୍ଣ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।