Psalms 65:5 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା, ତୁମ୍ଭେ ଆଶ୍ଚର୍ୟ୍ଯ କାର୍ୟ୍ଯ ମାଧ୍ଯମରେ ଉତ୍ତର ଦିଅ ଓ ୟାହା ୟଥାର୍ଥ ତାହା କର। ସମଗ୍ର ବିଶ୍ବର ଲୋକମାନେ ବିଶ୍ବାସ ତୁମ୍ଭଠାରେ ରଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭେ ଭୟାନକ କ୍ରିୟା ଦ୍ଵାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ଵାସଭୂମି ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା, ତୁମ୍ଭେ ଆଶ୍ଚର୍ଯ୍ୟ କାର୍ଯ୍ୟ ମାଧ୍ୟମରେ ଉତ୍ତର ଦିଅ ଓ ଯାହା ଯଥାର୍ଥ ତାହା କର। ସମଗ୍ର ବିଶ୍ୱର ଲୋକମାନେ ତୁମ୍ଭଠାରେ ବିଶ୍ୱାସ ରଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ।
Odia IRV 2017 (ଓଡିଆ ବାଇବେଲ)
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ।