Psalms 65:6 — Compare Translations
5 translations compared side by side
Odia - 1840
"ପରମେଶ୍ବର ମହାଶକ୍ତି ସହ ପର୍ବତ ତିଆରି କରିଅଛ। ତୁମ୍ଭେ ଆପଣା ଶକ୍ତିରେ ବସ୍ତ୍ରାବୃତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ଵଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ତୁମ୍ଭେ ମହାଶକ୍ତିର ସହ ପର୍ବତ ତିଆରି କରିଅଛ। ତୁମ୍ଭେ ଆପଣା ଶକ୍ତିରେ ବସ୍ତ୍ରାବୃତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;