Psalms 65:7 — Compare Translations
5 translations compared side by side
Odia - 1840
"ପରମେଶ୍ବର ଅଶାନ୍ତ ସମୁଦ୍ରକୁ ଓ ଉତ୍ତାଳ ତରଙ୍ଗକୁ ଶାନ୍ତ କର। ଏପରିକି ଆମ୍ଭ ଚତୁପାଶର୍ବର ଭୟଙ୍କର ଦେଶଗୁଡ଼ିକୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶା; କରିଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର “ଅଶାନ୍ତ ସମୁଦ୍ରକୁ” ଓ ଉତ୍ତାଳ ତରଙ୍ଗକୁ ଶାନ୍ତ କର। ଏପରିକି ଆମ୍ଭ ଚତୁର୍ପାର୍ଶ୍ୱର ଭୟଙ୍କର ଦେଶଗୁଡ଼ିକୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ।