Psalms 65:8 — Compare Translations
5 translations compared side by side
Odia - 1840
"ଯେଉଁସବୁ ଅଦ୍ଦ୍ଭୂତ କାର୍ୟ୍ଯ ତୁମ୍ଭେ କର, ତାହା ଦେଖି ସମଗ୍ର ପୃଥିବୀର ଲୋକମାନେ ଭୟରେ ଛିଡ଼ା ହାଇୟୋଆନ୍ତି। ତୁମ୍ଭେ ପୂର୍ବରୁ ପଶ୍ଚିମ ପର୍ୟ୍ଯନ୍ତ ସମସ୍ତ ଲୋକଙ୍କୁ ଆନନ୍ଦରେ ଗୀତ ଗାନ କରାଅ। ସୂର୍ୟେ୍ଯାଦଯ ଓ ସୂର୍ୟ୍ଯାସ୍ତ ଆମ୍ଭମାନଙ୍କୁ ଖୁସି କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ପ୍ରାତଃକାଳ ଓ ସନ୍ଧ୍ୟାକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁସବୁ ଅଦ୍ଭୂତ କାର୍ଯ୍ୟ ତୁମ୍ଭେ କର, ତାହା ଦେଖି ସମଗ୍ର ପୃଥିବୀର ଲୋକମାନେ ଭୟରେ ଛିଡ଼ା ହୋଇଯାଆନ୍ତି। ତୁମ୍ଭେ ପୂର୍ବରୁ ପଶ୍ଚିମ ପର୍ଯ୍ୟନ୍ତ ସମସ୍ତ ଲୋକଙ୍କୁ ଆନନ୍ଦରେ ଗୀତ ଗାନ କରାଅ। ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ ଆମ୍ଭମାନଙ୍କୁ ଖୁସୀ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ସନ୍ଧ୍ୟାକାଳ ଓ ପ୍ରାତଃକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ସନ୍ଧ୍ୟାକାଳ ଓ ପ୍ରାତଃକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ।