Psalms 65:9 — Compare Translations
5 translations compared side by side
Odia - 1840
"ତୁମ୍ଭେ ପୃଥିବୀର ଯତ୍ନ ନିଅ। ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ। ହେ ପରମେଶ୍ବର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର। ତୁମ୍ଭେ ଶସ୍ଯ କ୍ଷେତ୍ରମାନ ବଢ଼ାଇ ଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପୃଥିବୀର ତତ୍ତ୍ଵାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ଵରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକି ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପୃଥିବୀର ଯତ୍ନ ନିଅ। ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ। ହେ ପରମେଶ୍ୱର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର। ତୁମ୍ଭେ ଶସ୍ୟକ୍ଷେତ୍ରମାନ ବଢ଼ାଇ ଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ।