Psalms 66:1 — Compare Translations

5 translations compared side by side

Odia - 1840
"ହେ ପୃଥିବୀର ସକଳ ବସ୍ତୁ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ । ହେ ସମୁଦାୟ ପୃଥିବୀ, ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ। ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
Odia IRV 2017 (ଓଡିଆ ବାଇବେଲ)
ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।