Psalms 66:10 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ। ୟପରେି ଅଗ୍ନିରେ ଲୋକମାନେ ରୂପକୁ ପରୀକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ। ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।