Psalms 66:11 — Compare Translations

5 translations compared side by side

Odia - 1840
"ପରମେଶ୍ବର ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ। ତୁମ୍ଭେ ଆମ୍ଭକୁ ଭାଗୀ ବୋଝ ଦଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ। ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।