Psalms 66:12 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସମାନଙ୍କେର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ୟିବାକୁ ଦଇେଛ। ତୁମ୍ଭେ ଅଗ୍ନି ଓ ଜଳ ମଧ୍ଯ ଦଇେ ଚାଲିବାକୁ କହିଛ। କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନଇେ ଆସିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ। ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ। କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।