Psalms 66:13 — Compare Translations

5 translations compared side by side

Odia - 1840
"ତଣେୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହାମବେଳି ନଇେ ଆସିବି। ଯେତବେେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାୟ୍ଯ ପାଇଁ ଅନୁ ରୋଧ କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି। ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି। ମୁଁ ତୁମ୍ଭ ଆଗରେ ଶପଥ କରିଛି। ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
Odia IRV 2017 (ଓଡିଆ ବାଇବେଲ)
ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ