Psalms 66:14 — Compare Translations

4 translations compared side by side

Odia - 1840
"ମୁଁ ତୁମ୍ଭ ଆଗରେ ଶପଥ କରିଛି। ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହି ସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି।
Odia IRV 2017 (ଓଡିଆ ବାଇବେଲ)
ମୋ’ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋ’ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି।