Psalms 66:15 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି। ମୁଁ ମଷେ ସହିତ ସମାନଙ୍କେର ସୁଗନ୍ଧି ପ୍ରଦାନ କରିବି। ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି। ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି। ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। [ସେଲା]