Psalms 66:16 — Compare Translations

5 translations compared side by side

Odia - 1840
"ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ବରଙ୍କୁ ଉପାସନା କର, ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ବର ମାେ ପାଇଁ କ'ଣ ସବୁ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର, ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।