Psalms 66:17 — Compare Translations

5 translations compared side by side

Odia - 1840
"ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି। ମୁଁ ତାଙ୍କର ପ୍ରଶଂସା କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ଵା ଦ୍ଵାରା ସେ ପ୍ରତିଷ୍ଠିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି। ମୁଁ ତାଙ୍କର ପ୍ରଶଂସା କରିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋ’ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ।