Psalms 66:18 — Compare Translations
5 translations compared side by side
Odia - 1840
"ମୁଁ ୟବେେ ମାରେ ମନ ମଧ୍ୟରେ ଅଧର୍ମକୁ ଆଦର କରେ। ତବେେ ମାରେ ପ୍ରଭୁ ମାରେ କଥା ଶୁଣିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ। ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋ’ କଥା ଶୁଣିବେ ନାହିଁ;