Psalms 66:19 — Compare Translations
5 translations compared side by side
Odia - 1840
"ପରମେଶ୍ବର ମାରେ କଥା ଶୁଣିଅଛନ୍ତି। ପରମେଶ୍ବର ମାରେ ପ୍ରାର୍ଥନା ଗ୍ରହଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନିଶ୍ଚୟ ପରମେଶ୍ଵର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋର କଥା ଶୁଣିଅଛନ୍ତି। ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ନିଶ୍ଚୟ ପରମେଶ୍ୱର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ନିଶ୍ଚୟ ପରମେଶ୍ୱର ମୋ’ କଥା ଶୁଣିଅଛନ୍ତି, ସେ ମୋ’ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।