Psalms 66:2 — Compare Translations

5 translations compared side by side

Odia - 1840
"ତାହାଙ୍କ ନାମର ମହିମା ଗାନ କର। ସ୍ତୁତି ଗାନ କରି ଗୌରବାନ୍ବିତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ଵିତ କର ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ନାମର ମହିମା ଗାନ କର। ସ୍ତୁତି ଗାନ କରି ଗୌରବାନ୍ୱିତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର।