Psalms 66:20 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କର ପ୍ରଶଂସା କର!ପରମେଶ୍ବର ମାେ ପାଖରୁ ମୁହଁ ଫରୋଇ ନାହାନ୍ତି। ସେ ମାରେ ପ୍ରାର୍ଥନା ଶୁଣିଛନ୍ତି। ପରମେଶ୍ବର ତାଙ୍କର ପ୍ରମେ ମାେତେ ଦଖାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼଠାରୁ ଆପଣା ଦୟା ଦୂର କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି। ସେ ମୋର ପ୍ରାର୍ଥନା ଶୁଣିଛନ୍ତି। ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼ ଠାରୁ ଆପଣା ଦୟା ଦୂର କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋ’ଠାରୁ ଆପଣା ଦୟା ଦୂର କରି ନାହାନ୍ତି।