Psalms 66:3 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କୁ କୁହ, ତୁମ୍ଭର କାର୍ୟ୍ଯ ଆଶ୍ଚର୍ୟ୍ଯଜନକ ଅଟେ। ପରମେଶ୍ବର ତୁମ୍ଭର ଶକ୍ତି ମହାନ୍! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସମାନେେ ତୁମ୍ଭକୁ ଭୟ କରନ୍ତି!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କୁ କୁହ, ତୁମ୍ଭ କର୍ମସକଳ କିପରି ଭୟଙ୍କରଣ! ତୁମ୍ଭ ପରାକ୍ରମର ମହତ୍ତ୍ଵ ଦ୍ଵାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ। ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସେମାନେ ତୁମ୍ଭକୁ ଭୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।”