Psalms 66:4 — Compare Translations

5 translations compared side by side

Odia - 1840
"ସମୁଦାଯ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାଯ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ। ପ୍ରେତ୍ୟକକ ବ୍ଯକ୍ତି ଗୀତ ଦ୍ବାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ। ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।”
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।