Psalms 66:5 — Compare Translations

5 translations compared side by side

Odia - 1840
"ଦେଖ, ଯେଉଁ ସବୁ କାର୍ୟ୍ଯ ପରମେଶ୍ବର କରିଛନ୍ତି। ସେ ସମସ୍ତ କାର୍ୟ୍ଯ ଆମ୍ଭମାନଙ୍କୁ ଆଶ୍ଚର୍ୟ୍ଯ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସ ଓ ପରମେଶ୍ଵରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି। ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି।