Psalms 66:6 — Compare Translations
5 translations compared side by side
Odia - 1840
"ପରମେଶ୍ବର ପର୍ୟ୍ଯାଯକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ। ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଚାଲିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ। ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମୁଦ୍ରକୁ ଶୁଷ୍କ ଭୂମି କଲେ; ଲୋକମାନେ ନଦୀ ମଧ୍ୟଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।
Odia IRV 2017 (ଓଡିଆ ବାଇବେଲ)
ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।