Psalms 66:7 — Compare Translations

5 translations compared side by side

Odia - 1840
"ପରମେଶ୍ବର ତାଙ୍କର ମହାନ୍ ଶକ୍ତିରେ ପୃଥିବୀରେ ଶାସନ କରନ୍ତି। ପରମେଶ୍ବର ଜାତିଗଣକୁ ନିରୀକ୍ଷଣ କରନ୍ତି। ତାଙ୍କ ବିପକ୍ଷରେ ଜିଦ୍ଖୋର ହାଇେ ବିଦ୍ରୋହୀ ଭାବେ ଛିଡ଼ା ହବୋ ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ଵ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି। ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି। ତାଙ୍କ ବିପକ୍ଷରେ ଜି‌ଦ୍‌ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। [ସେଲା]