Psalms 66:8 — Compare Translations
5 translations compared side by side
Odia - 1840
"ହେ ମାନବ ସମାଜ, ଆମ୍ଭ ପରମେଶ୍ବରଙ୍କର ପ୍ରଶଂସାଗାନ କର। ଉଚ୍ଚ ସ୍ବରରେ ତାଙ୍କର ମହିମା ଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାଧ୍ଵନି ଶୁଣାଅ;
Odia Bible ERV 2004 (ପବିତ୍ର ବାଇବଲ)
ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର। ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ;
Odia IRV 2017 (ଓଡିଆ ବାଇବେଲ)
ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ;