Psalms 66:9 — Compare Translations

5 translations compared side by side

Odia - 1840
"ପରମେଶ୍ବର ଆମ୍ଭମାନଙ୍କୁ ଜୀବନ ଦେଲେ ଏବଂ ଆମ୍ଭକୁ ଖସିୟିବାକୁ ଅନୁମତି ଦଇେ ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ।