Psalms 67:1 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଆମ୍ଭମାନଙ୍କ ଉପରେ ଦୟାକରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ପ୍ରସନ୍ନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ । ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ। ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା]