Psalms 67:2 — Compare Translations
5 translations compared side by side
Odia - 1840
"ତା'ପରେ ପୃଥିବୀର ଲୋକେ ତୁମ୍ଭ୍ ବିଷଯରେ ଜାଣିବେ ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।