Psalms 67:4 — Compare Translations
5 translations compared side by side
Odia - 1840
"ଜାତିଗଣ ଖୁସି ହୁଅ ଓ ଆନନ୍ଦରେ ଜଯଗାନ କର, କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗଇେ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର, କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ।
Odia IRV 2017 (ଓଡିଆ ବାଇବେଲ)
ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା]