Psalms 67:5 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।